ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ପ୍ରିୟଦର୍ଶୀନି ଆଣିଥିବା ପାରିବାରିକ ହିଂସା ମାମଲାର ଶୁଣାଣି ତାରିଖ ଘୁଞ୍ଚିଛି। ଆଜି ହେବାକୁ ଥିବା ଏହି ମାମଲାର ଶୁଣାଣି ଅକ୍ଟୋବର ୧୨ତାରିଖରେ ହେବ ବୋଲି ଧାର୍ଯ୍ୟ ହୋଇଛି।

Leave a Reply

Your email address will not be published. Required fields are marked *